6 ମାତର୍ ପାଉଲ୍ ଆରି ବର୍ନବା ସେଟା ଜାନିକରି ଲୁକାନିଆଇ ରଇବା ଲୁସ୍ତାରା ଆରି ଦର୍ବି ଗଡର୍ ଚାରିବେଡ୍ତିର୍ ଜାଗାଇ ଦାପ୍ରେ ପାଲାଇଲାଇ ।
ଗଟେକ୍ ନଅରେ ଦୁକ୍ କସ୍ଟ ଦେଲେ, ତମେ ଆରି ଗଟେକ୍ ନଅରେ ଉଟି ପାଲାଆ । ମୁଇ ତମ୍କେ ସତ୍କାତା କଇଲିନି, ତମେ ଇସ୍ରାଏଲ୍ ଦେସେ ରଇବା ସବୁ ଗଡେ ବୁଲି ନ ସାର୍ତେ, ନର୍ପିଲା ମୁଇ ଆରି ତରେକ୍ ବାଉଡି ଆସିରଇବି ।
ତେଇ ରୁଣ୍ଡ୍ଲା ଲକ୍ମନ୍ ପାଉଲର୍ କାମ୍ ଦେକି ତାକର୍ ଲୁକାନିଆ ବାସାଇ ସାର୍ଦା ଅଇ ଆଉଲିଅଇବାର୍ ଦାର୍ଲାଇ । “ଦେକା, ଏ ଲକ୍ମନ୍ ସତଇସେ ଦେବ୍ତା ଅଇରଇବାଇ । ନିଜେ ମନସ୍ ରୁପ୍ ଦାରି ଉତ୍ରି ଆଇଲାଇ ଆଚତ୍ ।”
ଲୁସ୍ତାରାତେଇ ଜନ୍ମେଅନି ଗଡ୍ ବାଙ୍ଗ୍ଟି ରଇଲା ଗଟେକ୍ ଚଟା ଲକ୍ ରଇଲା । ସେ ବିଲ୍କୁଲ୍ ଇଣ୍ଡି ନାପାର୍ତେ ରଇଲା ।
କେତେ ଦିନ୍ ପଚେ ପାଉଲ୍ ବର୍ନବାକେ କଇଲା, “ଜୁ, ଆମେ ବାଉଡି ଜୁ, ସବୁ ଗଡ୍ମନ୍କେ, ଆମର୍ ଜନ୍ ବାଇମନ୍କେ ମାପ୍ରୁର୍ ବାକିଅ ଜାନାଇ ରଇଲୁ, ସେମନ୍କେ ବେଟ୍ ଅଉଁ ଆରି ସେମନ୍ ବିସ୍ବାସେ କେନ୍ତି ଆଚତ୍ ବୁଜି ଦେକୁ ।”
ବେରିଆତେଇ ରଇବା ପୁରର୍ ପଅ ସପାତର୍, ତେସ୍ଲନିକିୟ ଆରିସ୍ତାକସ୍ ଆରି ସେକୁଦ୍, ଦର୍ବିର୍ ଗାୟ, ଏସିଆ ଦେସର୍ ତୁକିକ୍, ତର୍ପିମ୍ ଆରି ତିମତି ।
ମାତର୍ ସାଉଲ୍ ସେମନର୍ କୁଟ୍ କାତା ଜାନ୍ଲା । ସାଉଲ୍କେ ମରାଇବାକେ ସେମନ୍ ଦିନ୍ ରାତି ନଅରର୍ ସବୁ ଦୁଆର୍ମନ୍କେ ଜାଗ୍ଲାଇ ।
ଲକ୍ମନ୍ ମକେ ଦୁକ୍ କସ୍ଟ ଦେଲାଟା ଆନ୍ଟିକିୟ, ଇକନିୟ ଆରି ଲୁସ୍ତା ନଅର୍ମନ୍କେ କାଇ କାଇଟା ଅଇରଇଲା ଆରି କେତେକ୍ ଅଦିକ୍ କସ୍ଟ ପାଇରଇଲି, ସେ ସବୁ ବିସଇ ତୁଇ ଜାନୁସ୍ । ମାତର୍ ମାପ୍ରୁ ଜିସୁ ମକେ ସବୁ ଦୁକ୍ କସ୍ଟ ଟାନେଅନି ରକିଆ କଲା ।