ପେରିତ୍ 15:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜିଉଦାଇଅନି କେତେକ୍ ଲକ୍ ଆନ୍ଟିଅକ୍ ନଅରେ ଆଇଲାଇ । ସେମନ୍ ଆନ୍ଟିଅକର୍ ବିସ୍ବାସି ବାଇମନ୍କେ ଏନ୍ତି କଇକରି ସିକାଇଲାଇ, “ମସାର୍ ନିୟମ୍ ଇସାବେ ଜଦି ତମେ ସୁନତ୍ ନ ଉଆସ୍, ତମର୍ ପାପର୍ ଡଣ୍ଡେଅନି ମୁକ୍ତି ନ ପାଆସ୍ ।” အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।