ପେରିତ୍ 15:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ନାଇ, ମନେ ଏତାଇଦେକା, ଆମେ ଜେନ୍ତି ବିସ୍ବାସ୍ କରି ମାପ୍ରୁ ଜିସୁ ଜିବନ୍ଦୁକାଇଲାକେ ମୁକ୍ତି ପାଇଆଚୁ, ସେମନ୍ ମିସା ସେନ୍ତାରିସେ ।” အခန်းကိုကြည့်ပါ။ |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।