ପେରିତ୍ 15:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମାପ୍ରୁ ଏ କାତା କଇଲାନି, ଜେ କି ବେସି ଆଗ୍ତୁ ଏ କାତା କଇରଇଲା ।” အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।