ପେରିତ୍ 15:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଏବେ ଜାକୁବ୍ କଇବାକେ ଆରାମ୍କଲା । ସେ କଇଲା, “ମର୍ ବିଚାର୍ ଇସାବେ, ଜନ୍ ଜିଉଦି ନଇଲା ଲକ୍ମନ୍ ପରମେସରର୍ ବାଟେ ବାଅଡ୍ଲାଇ ଆଚତ୍, ଆମେ ଆରି ସେମନ୍କେ ଅଇରାନ୍ ନ କରୁ । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।