ପେରିତ୍ 15:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଏଲେ ସେମନ୍ ଆରି ଜେନ୍ତିକି ପୁତ୍ଲା ଦେବ୍ତାମନ୍କେ ସର୍ପିଦେଲା କାଇମିସା ଅସୁକଲ୍ କାଦି ନ କାଆ, ବିନ୍ ଲକର୍ ମାଇଜି କି ମୁନୁସର୍ ସଙ୍ଗ୍ ମିସ୍ବାଟାନେଅନି ଦୁରିକେ ରଅତ୍, ଟଟ୍ରି ପିଚ୍କି ମରାଇରଇବା ପସୁର୍ ମାଉଁସ୍ କି ବନି, ନ କାଅତ୍ ଏ ସବୁ ବିସଇଟାନେ ସେମନ୍କେ ଉପ୍ଦେସ୍ ଦେଇ, ସେମନର୍ ଲଗେ ଗଟେକ୍ ଚିଟି ଲେକୁ । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।