ପେରିତ୍ 15:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ବିସ୍ବାସିମନ୍ ଏ ତଲେ ଲେକାଅଇଲା ଚିଟି, ସେ ଦୁଇ ଲକର୍ ଆତେ ପାଟାଇଲାଇ । “ଆନ୍ଟିଅକ, ସିରିଆ ଆରି ସିଲିସିଆ ରଇବା ଜିଉଦିନଇଲା ଆମର୍ ବାଇମନ୍, ଜୁଆର୍ ! ଜିରୁସାଲମର୍ ପେରିତ୍ମନ୍, ପାର୍ଚିନ୍ମନ୍ ଆରି ତମର୍ ବାଇମନ୍, ଏ ଚିଟି ପାଟାଇଲୁନି । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।