ପେରିତ୍ 15:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ସେଟାର୍ ପାଇ ଆମେ ସବୁ ଲକ୍ ଗଟେକ୍ ଅଇକରି କେତେଟା କବର୍ କଉମନ୍କେ ବାଚି, ତମର୍ ଲଗେ ପାଟାଇବାକେ ଟିକ୍ କଲୁ । ସେମନ୍ ଆମର୍ ଆଲାଦର୍ ମଇତର୍ମନ୍, ବର୍ନବା ଆରି ପାଉଲର୍ ସଙ୍ଗ୍ ଜିବାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।