ପେରିତ୍ 15:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ସେ କେତେଟା ନିୟମ୍ ଅଇଲାନି ପୁତ୍ଲା ଦେବ୍ତାମନ୍କେ ପୁଜା କରିରଇବା କାଇମିସା କାଦି କାଇବାର୍ ନାଇ । ଟଟ୍ରି ପିଚ୍କି ମରାଇଲା କନ୍ ମିସା ପସୁର୍ ବନି କି ମାଉଁସ୍ କାଇବାର୍ ନାଇ । ଆରି ବିନ୍ ମାଇଜି କି ମୁନୁସର୍ ମିଲାମିସା ଟାନେଅନି ଦୁରିକେ ରଇବାର୍ । ଏ ସବୁ କାମ୍ ନ କର୍ବାକେ ତମେ ଜାଗ୍ରତ୍ ରଇଲେ, ଅଇଜାଇସି । ଏତ୍କିକେ ରଇଲୁନି ।” အခန်းကိုကြည့်ပါ။ |