ପେରିତ୍ 15:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଆନ୍ଟିଅକର୍ ମଣ୍ଡଲି ସେମନ୍ ଜିବାଟା ସୁବିଦା କରିଦେଇ ପାଟାଇଲାଇ । ସେମନ୍ ପିନିସିଆ ଆରି ସମିରଣ୍ ବାଟ୍ ଦେଇ ଜିବାବେଲେ, ଜିଉଦି ନଇଲା ଲକ୍ମନ୍ କେନ୍ତି ମନ୍ ବାଦ୍ଲାଇକରି ପରମେସର୍କେ ନାମ୍ଲାଇ, ସେ ବିସଇ ଜାନାଇଲାଇ । ଏ କାତା ସୁନି ବିସ୍ବାସି ବାଇମନ୍ ବେସି ସାର୍ଦା ଅଇଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।