ପେରିତ୍ 15:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 କେତେ ଦିନ୍ ପଚେ ପାଉଲ୍ ବର୍ନବାକେ କଇଲା, “ଜୁ, ଆମେ ବାଉଡି ଜୁ, ସବୁ ଗଡ୍ମନ୍କେ, ଆମର୍ ଜନ୍ ବାଇମନ୍କେ ମାପ୍ରୁର୍ ବାକିଅ ଜାନାଇ ରଇଲୁ, ସେମନ୍କେ ବେଟ୍ ଅଉଁ ଆରି ସେମନ୍ ବିସ୍ବାସେ କେନ୍ତି ଆଚତ୍ ବୁଜି ଦେକୁ ।” အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।