ପେରିତ୍ 15:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେମନ୍ ଜିରୁସାଲାମ୍ କେଟ୍ଲା ପଚେ ମଣ୍ଡଲିର୍ ଲକ୍, ପେରିତ୍ ସିସ୍ମନ୍ ଆରି ମଣ୍ଡଲିର୍ ପାର୍ଚିନ୍ମନ୍କେ ବେଟ୍ଅଇଲାଇ । ଆରି ପରମେସର୍ ତାକର୍ଲଗେ କରିରଇବା କାମ୍ ବିସଇ ପାଉଲ୍ ଆରି ବର୍ନବାକେ ଜାନାଇଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।