ପେରିତ୍ 15:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏ ବିସଇ ଆଲ୍ଚନା କର୍ବାକେ ପେରିତ୍ ସିସ୍ମନ୍ ଆରି ମଣ୍ଡଲିର୍ ପାର୍ଚିନ୍ ରୁଣ୍ଡ୍ଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।