ପେରିତ୍ 15:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ବେସି ପର୍ ଦଦାପେଲା ଅଇଲା ପଚେ ପିତର୍ ଟିଆଅଇ କଇଲା, “ମର୍ ବାଇବଇନିମନ୍ ଜିଉଦି ନଇଲା ଲକ୍ମନ୍, ସୁନିକରି ବିସ୍ବାସ୍ କର୍ବାକେ ସେମନର୍ଟାନେ ସୁବ୍କବର ଜାନାଇବାକେ, ଆଗେଅନି ମକେସେ ବାଚ୍ଲାଆଚେ । ଏଟା ତମେ ଜାନାସ୍ । အခန်းကိုကြည့်ပါ။ |