ପେରିତ୍ 16:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଆରି ଗଟେକ୍ଦିନେ ଆମେ ପାର୍ତନା ଜାଗାଇ ଜାଇରଇଲୁ । ତେଇ ଡୁମା ଡସିରଇବା ଗଟେକ୍ ଗତିଦାଙ୍ଗ୍ଡିକେ ବେଟ୍ଅଇଲୁ । ସେ ତାର୍ ବିତ୍ରେ ରଇଲା କାରାପ୍ଆତ୍ମାର୍ ବପୁ ସଙ୍ଗ୍ ବବିସତ୍ କାତା କଇପାର୍ତେ ରଇଲା । ସେ ଲକ୍ମନର୍ ଆତ୍ ଦେକି, ବବିସତ୍ କାତା କଇଦେଇକରି, ସାଉକାର୍ମନ୍କେ ବେସି ଡାବୁ କାମାଇଦେଇତେରଇଲା । အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।