ପେରିତ୍ 16:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ସେ ଦାଙ୍ଗ୍ଡି ବେସି ଦିନ୍ ଦାରି ଏନ୍ତି କଲା । ସାରାସାରିପଚେ ପାଉଲ୍ ବିଜାର୍ ଅଇଲା । ସେ ପଚ୍ବାଟେ ପାସ୍ଲି ଦେକି କାରାପ୍ଆତ୍ମାକେ ଦମ୍କାଇକରି କଇଲା, “ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲିନି, ତାର୍ତେଇଅନି ବାରଇ ଜା ।” ସେ କଇଲା ଦାପ୍ରେ, କରାପ୍ ଆତ୍ମା ତାର୍ତେଇଅନି ବାରଇଗାଲା । အခန်းကိုကြည့်ပါ။ |