ପେରିତ୍ 16:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜେଡେବେଲ୍ ତାକର୍ ସାଉକାର୍ମନ୍କେ ନିଜର୍ ଦନ୍ ଅରଜ୍ବାଟା, ବୁଡିଗାଲା ବଲି ଜାନ୍ଲାଇ, ପାଉଲ୍ ଆରି ସିଲାକେ ଗଡର୍ ମଜାଇ ରଇବା ରମିଅ ଅଦିକାରିର୍ ଲଗେ ଜିକି ଆନ୍ଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।