ପେରିତ୍ 16:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ବନ୍ଦି ଗରର୍ ଜାଗୁଆଲ୍ ଚେତାଅଇ ଉଟ୍ଲା ଆରି ବନ୍ଦି ଗରର୍ କାପାଟ୍ ଉଗ୍ଡା ଅଇରଇଲାଟା ଦେକ୍ଲା । ସେ ବନ୍ଦିମନ୍ ସବୁ ପାଲାଇ ଆଚତ୍ ବଲି ବାବ୍ଲା । ସେଟାର୍ ପାଇ ସେ ତାର୍ କାଣ୍ଡା ବେଟି ବୁସି ଅଇ ମର୍ବାକେ ଜାଇତେ ରଇଲା । အခန်းကိုကြည့်ပါ။ |