ପେରିତ୍ 16:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ସେଟାର୍ପାଇ ମଣ୍ଡଲିମନର୍ ଲକ୍ମନ୍ ବିସ୍ବାସେ ଡାଟ୍ ଅଇଲାଇ ଆରି ଦିନ୍କେ ଦିନ୍ ତାକର୍ ବିସ୍ବାସ୍ ବଡ୍ବାର୍ ଦାର୍ଲାଇ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।