7 ମିସିଆର୍ ସନ୍ଦିଲଗେ କେଟି ବିତିନିଆ ରାଇଜେ ଜିବାକେ ଚେସ୍ଟା କଲାଇ । ମାତର୍ ବାରଇଲାବେଲେ ଜିସୁର୍ଲାଗି ତାକର୍ ବିତ୍ରେ ରଇବା ସୁକଲ୍ ଆତ୍ମା, ସେମନ୍କେ ଜିବାକେ ଚାଲ୍ନା ଦେଏନାଇ ।
ଆରି ମର୍ ବାବା ଜନ୍ ଜିଦ୍ କରିରଇଲା, ମୁଇ ନିଜେ ସେଟା ପାଟାଇବି । ମାତର୍ ତମେ ପର୍ମେସରର୍ ଟାନେଅନି ବପୁ ନ ମିଲ୍ବା ଜାକ, ଏ ଜିରୁସାଲମେସେ ରୁଆ ।”
ସେଟାର୍ ପାଇ ସେମନ୍ ମିସିଆବାଟ୍ ଦେଇ ତରଆତେଇ ଗାଲାଇ ।
ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ ।
ତମେମନ୍ ଜେ ପରମେସରର୍ ପିଲାଜିଲା, ଏଟା ଦେକାଇ ଦେବାକେ, ପରମେସର୍ ତାର୍ ପଅର୍ ଆତ୍ମା ଆମର୍ ମନ୍ ବିତ୍ରେ ପାଟାଇଲା ଆଚେ । ସେ ଆତ୍ମା ଆଉଲିଅଇ କଇଲାନି, “ବାବା ! ଏ ମର୍ ବାବା !”
ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି ।
ମୁଇ ପିତର୍, ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ସିସ୍ । ପନ୍ତ୍, ଗାଲାତିଅ, କାପାଦକିଆ, ଆସିଆ ଆରି ବିତୁନିଆ ରାଇଜ୍ମନ୍କେ, ବିନ୍ଦେସର୍ ଲକ୍ମନର୍ପାରା ଚିନ୍ବିନ୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ମୁଇ ଏ ଚିଟି ଲେକ୍ଲିନି ।
କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ ।