8 ସେଟାର୍ ପାଇ ସେମନ୍ ମିସିଆବାଟ୍ ଦେଇ ତରଆତେଇ ଗାଲାଇ ।
ଆମେ ତରଆଅନି ଜାଜେ ଚଗି ସିଦା ସାମ୍ତରା ଗାଲୁ ଆରି ତାର୍ ଆର୍କର୍ ଦିନେ ନିଆପଲି କେଟ୍ଲୁ ।
ମିସିଆର୍ ସନ୍ଦିଲଗେ କେଟି ବିତିନିଆ ରାଇଜେ ଜିବାକେ ଚେସ୍ଟା କଲାଇ । ମାତର୍ ବାରଇଲାବେଲେ ଜିସୁର୍ଲାଗି ତାକର୍ ବିତ୍ରେ ରଇବା ସୁକଲ୍ ଆତ୍ମା, ସେମନ୍କେ ଜିବାକେ ଚାଲ୍ନା ଦେଏନାଇ ।
ସେମନ୍ ଆଗ୍ତୁ ଜାଇ ତରିୟାଇ ଆମ୍କେ ଜାଗି ରଇଲାଇ ।
କମିର୍ ନ ପାକାଇ ରୁଟି କାଇବା ପରବର୍ ପଚେ, ଆମେ ପିଲିପେଅନି ପାନିଜାଜେ ଜାଇ ପାଁଚ୍ ଦିନ୍ ପଚେ ତରୟାଇ ସେମନର୍ ସଙ୍ଗ୍ ମିସ୍ଲୁ ଆରି ତେଇ ଗଟେକ୍ ଆଟ୍ ଜାକ ରଇଲୁ ।
କିସ୍ଟର୍ ସୁବ୍କବର୍ ଜାନାଇବାକେ ମୁଇ ଜେଡେବେଲେ ଆଇଲି, ତର୍ଆୟାଇ ସେବା କାମର୍ପାଇ ମାପ୍ରୁର୍ ବାଟ୍ ମେଲାଅଇଆଚେ ବଲି ମୁ ଜାନି ପାର୍ଲି ।
ତୟସ୍ ନଅର୍ ଚାଡ୍ଲାବେଲେ କର୍ପର୍ ଗରେ ମୁଇ ମର୍ ଅଡ୍ବାଟା ଚାଡିଆଚି । ତୁଇ ଆଇବାବେଲେ ସେଟା ଦାରିଆଉ । ଆରି ମର୍ ବଇପତର୍ମନ୍ ଆରି ଲଡାକେ ଆଇବା କାଗଜ୍ପତର୍ ମିସା ଦାରିଆଉ । ମେଣ୍ଡାର୍ ଚାମ୍ ସଙ୍ଗ୍ ତିଆର୍ ଅଇଲାଟା ଚାଡ୍ବାର୍ ନାଇ ।