ପେରିତ୍ 17:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ରାତି ଅଇଲା ଦାପ୍ରେ, ବିସ୍ବାସି ବାଇମନ୍ ପାଉଲ୍ ଆରି ସିଲାକେ ବେରିଆ ନାଉଁର୍ ଜାଗାଇ ପାଟାଇଦେଲାଇ । ସେମନ୍ ତେଇ କେଟି, ଜିଉଦି ଲକ୍ମନର୍ ପାର୍ତନା ଗରେ ଗାଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।