ପେରିତ୍ 17:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।