29 ଆମେ ପର୍ମେସରର୍ ପିଲାଜିଲା ଅଇଲାର୍ ପାଇ ମୁନୁସ୍ ତିଆର୍ କଲା ସୁନା, ରୁପା ନଇଲେ ପାକ୍ନା ସଙ୍ଗ୍ ତିଆର୍ କଲା ପୁତ୍ଲା, ପରମେସର୍ ରୁପ୍ ବଲି ବାବି ନାପାରୁ ।
ଏବେ, ଏ ଲକ୍ ପାଉଲ୍ କାଇଟା କଲାନି, ସେଟା ତମେ ନିଜେ ଦେକିପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି । ସେ କଇଲାନି, ଲକର୍ ଆତେ ତିଆର୍ କଲା ଦେବ୍ତା ସବୁ ବିଲ୍କୁଲ୍ ଦେବ୍ତା ନଅତ୍ । ସେ ଇତି ଏପିସେ ଆରି ସବୁ ଆସିଆ ଦେସେ ବେସି ଲକ୍ମନ୍କେ ଏ ବିସଇ କଇ ଉସ୍କାଇଲାନି ।