ପେରିତ୍ 17:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ । အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।