ପେରିତ୍ 17:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେମନର୍ ବିତ୍ରେଅନି କେତେ ଲକ୍ ଏଟା ବିସ୍ବାସ୍ କଲାଇ । ପାଉଲ୍ ଆରି ସିଲାର୍ ସଙ୍ଗ୍ ମିସ୍ଲାଇ । ସେନ୍ତି ଡାକ୍ପୁଟା ରଇବା ମାଇଜିମନ୍ ଆରି ପରମେସର୍କେ ପାର୍ତନା କର୍ବା ଗିରିକ୍ ମନର୍ ଗଟେକ୍ ବଡ୍ ଦଲ୍ ମିସା ସେମନର୍ ସଙ୍ଗ୍ ମିସ୍ଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।