3 ପାଉଲ୍ ସେମନ୍କେ ବେଟ୍ ଅଇବାକେ ଜାଇ ସେମନର୍ ସଙ୍ଗ୍ ରଇଲା । କାଇକେବଇଲେ ସେ ମିସା ସେମନର୍ ପାରା ତୁମ୍ ତିଆର୍ କରି ଜିଉନାକାଉନା କର୍ତେରଇଲା ।
ଆବଡ୍ କାମ୍ କରି ଆମେ ଦିନ୍କେ ଦିନ୍ ଜୁଲିସୁକି ଗାଲୁନି । କେ ଆମ୍କେ ସାଇପ୍ ଦେଲେ ତାକେ ଆମେ ଆସିର୍ବାଦ୍ କଲୁନି, ଆରି ଉଡା ସୁନିକରି ମିସା ମୁର୍ଚି କରି ରଇଲୁନି ।
ସୁସମାଚାର୍ ଜାନାଇବା ଲକ୍, ତେଇଅନି ଜିଉନା କାଉନା କରା ବଲି ମାପ୍ରୁ ଆଦେସ୍ ଦେଲାଆଚେ ।
ମାତର୍ ମୁଇ ଏନ୍ତାରି କାଇମିସା ଅଦିକାର୍ ମାଙ୍ଗିନାଇ, ଏ ବିସଇ ଦାବି କର୍ବାକେ ମୁଇ ଲେକିନାଇ । ତମର୍ଟାନେଅନି ମାଙ୍ଗ୍ବା ବାଦୁଲେ ମୁଇ ମରିଜିବି ସିନା, ନ ମାଙ୍ଗି । କାଇକେବଇଲେ ମୁଇ ତମର୍ଟାନେ କାଇଟା ନ ମାଙ୍ଗ୍ତେ କାମ୍ କଲି, ବଲି ବଡ୍ପନ୍ ଅଇବି ।
ସେନ୍ତାର୍ଆଲେ ମକେ କେତେକ୍ କୁଲି ମିଲ୍ଲାନି ? ମର୍ କର୍ଚା ପାଇ ମାଙ୍ଗ୍ବାକେ ମର୍ ଦାବି ରଇଲେ ମିସା, ମୁଇ କୁଲି ନ ପାଇତେ ସୁବ୍କବର୍ ଜାନାଇଲିନି । ସୁବ୍କବର୍ ଜାନାଇବାକେ ଜନ୍ ଅଦିକାର୍ ମୁଇ ପାଇ ଆଚି, ସେଟାସେ ମର୍ କୁଲି ।
ତମ୍କେ ମୁଇ ଜେଡେବେଲେ ସୁବ୍କବର୍ ଜାନାଇରଇଲି, କେବେ ମିସା ମର୍ ବୁତି ମାଙ୍ଗି ନାଇ । ତମ୍କେ ମୁକିଅ ଲକ୍ କରାଇବାକେ ମୁଇ ନିଜେ ତଲ୍କେ ଅଇଲି । ମୁଇ କରିରଇଲାଟା ବୁଲ୍ ରଇଲା କି ?
ମୁଇ ତମର୍ଟାନେ ରଇଲାବେଲେ ମକେ ଲଡା ରଇଲାବେଲେ, ତମର୍ଟାନେଅନି ମାଙ୍ଗିନାଇ । କାଇକେବଇଲେ ମାକିଦନିଆର୍ ବାଇବଇନିମନ୍ ମକେ ଜାଇଟା ଲଡା ରଇଲା, ସେଟା ସବୁ ଆନିଦେଲାଇ । ପୁର୍ବେ ଜେନ୍ତି ରଇଲା, ପଚ୍କେ ମିସା ମୁଇ ତମର୍ଟାନେଅନି କାଇଟା ନ ମାଙ୍ଗି ।
ବିନ୍ ମଣ୍ଡଲିମନ୍କେ ମୁଇ ଜାଇଟା କରିରଇଲି, ସେ ସମାନ୍ ବିସଇସେ ତମର୍ପାଇ ମିସା କଲି । ଏତ୍କି ସେ ଜେ ତମ୍କେ ବୁତି ମାଙ୍ଗି ତମର୍ ଉପ୍ରେ ବଜ୍ ଚାପାଇନାଇ । ଜଦି ସେଟା ମର୍ ବୁଲ୍ ଅଇଲା ଆଚେ ବଇଲେ ମକେ କେମା କରିଦିଆସ୍ ।
ଏ ବାଇବଇନିମନ୍ ଆମେ ଆବଡ୍ ଅଇ ଗାଗ୍ଡେ ବାଦିଜାଇରଇଲେ ମିସା ମାନିଅଇ କାମ୍ କଲାଟା ତମ୍କେ ମନେରଇସି । ଆମେ ଜେନ୍ତିକି ତମର୍ ଉପ୍ରେ ବଜ୍ ନ ଅଇକରି, ଏଟାର୍ପାଇ ଦିନ୍ ରାତି କସ୍ଟ ପାଇ ପର୍ମେସରର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ।
ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।