11 ପର୍ମେସର୍ ପାଉଲର୍ତେଇଅନି ବେସି ବଡ୍ ବଡ୍ କାବାଅଇଜିବା କାମ୍ମନ୍ କଲା ।
ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
ଏଲେମିସା ପାଉଲ୍ ଆରି ବର୍ନବା ତେଇ ବେସିଦିନ୍ ରଇକରି ଡାଟ୍ ସଙ୍ଗ୍ ମାପ୍ରୁର୍ ବିସଇ ଜାନାଇଲାଇ । ମାପ୍ରୁ ଏମନ୍କେ କାବା ଅଇଜିବା କାମ୍ମନ୍ କରି ଦେକାଇବାକେ ବପୁଦେଲା । ଏନ୍ତାରି ମାପ୍ରୁ ତାର୍ ଜିବନ୍ ଦୁକାଇଲା ବାକିଅ ସତ୍ବଲି ଦେକାଇଲା ।
ତାର୍ପଚେ ପାଉଲ୍ ଆରି ବର୍ନବାଟାନେଅନି ଜିଉଦି ନଇଲା ଲକ୍ମନର୍ତେଇ ପରମେସର୍ ଜନ୍ ସବୁ କାବା ଅଇଜିବା କାମ୍ମନ୍ ଆରି ଚକିତ୍ ବିସଇ କରି ରଇଲା, ସେ ସବୁ କାତା ସୁନି ଦଲର୍ ସବୁ ଲକ୍ ଚିମ୍ରାଅଇ ରଇଲାଇ ।
ସେ ଦାଙ୍ଗ୍ଡି ବେସି ଦିନ୍ ଦାରି ଏନ୍ତି କଲା । ସାରାସାରିପଚେ ପାଉଲ୍ ବିଜାର୍ ଅଇଲା । ସେ ପଚ୍ବାଟେ ପାସ୍ଲି ଦେକି କାରାପ୍ଆତ୍ମାକେ ଦମ୍କାଇକରି କଇଲା, “ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲିନି, ତାର୍ତେଇଅନି ବାରଇ ଜା ।” ସେ କଇଲା ଦାପ୍ରେ, କରାପ୍ ଆତ୍ମା ତାର୍ତେଇଅନି ବାରଇଗାଲା ।
ପେରିତ୍ ସିସ୍ମନର୍ ଟାନେଅନି ଲକ୍ମନର୍ ବିତ୍ରେ ବେସି କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ସାଦନ୍ ଅଇତେ ରଇଲା । ସବୁ ବିସ୍ବାସିମନ୍ ସଲ୍ମନର୍ ମଣ୍ଡପେ ରୁଣ୍ଡ୍ତେ ରଇଲାଇ ।
ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
ପର୍ମେସର୍ କାଇକେ ତାର୍ ଆତ୍ମା ଦେଇ ତମର୍ ବିତ୍ରେ କାବାଅଇଜିବା କାମ୍ମନ୍ କଲା ? ତମେ ମସାର୍ ନିୟମ୍ ମାନ୍ଲାର୍ ପାଇ କି ଜନ୍ ସୁବ୍କବର୍ ତମ୍କେ ଜାନାଇରଇଲାଇ ସେଟା ବିସ୍ବାସ୍ କଲାକେ ?
ସେମନ୍ ପର୍ମାନ୍ କଲାଟା ସତ୍ ବଲି ପର୍ମେସର୍ ମିସା ସାକିଦେଲା । କାଇକେବଇଲେ ସେ ସେମନ୍କେ, କେତେ ରକାମର୍ ଚିନ୍ ଆରି କାବାଅଇଜିବା କାମ୍ମନ୍, ନ ଗଟ୍ବା ଗଟ୍ନାମନ୍ କର୍ବାକେ ବପୁଦେଲା । ତାର୍ ମନ୍ କଲା ଇସାବେ ସୁକଲ୍ଆତ୍ମାର୍ ଦାନ୍ ମିସା ସେମନ୍କେ ବାଟାକରି ଦେଇ ରଇଲା ।