12 ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
ପେରିତ୍ ସିସ୍ମନର୍ କାମ୍ ଅଦିକ୍ ବଡି ବଡି ଗାଲା । ଏନ୍ତିକି ପିତର୍ ଇଣ୍ଡିଗାଲାବେଲେ ତାର୍ ଚାଇଆଲେ ଅଲପ୍ ପଡବଲି ଲକ୍ମନ୍ ରଗିମନ୍କେ ବଇଆନି ବାଟ୍ପାଲି କଟେ ଆରି ଟାଟିମନ୍ ଅଚାଇକରି ସୁଆଇ ଦେଇତେ ରଇଲାଇ ।