14 ଏସ୍କେବା ନାଉଁର୍ ଗଟେକ୍ ଜିଉଦି, ବଡ୍ ପୁଜାରିର୍ ସାତ୍ଟା ପିଲାମନ୍, ଏ ରକାମ୍ କର୍ତେ ରଇଲାଇ ।
କେତେଟା ଏନେତେନେ ବୁଲ୍ବା ଡୁମା ଚାଡାଇବା ଜିଉଦିମନ୍ ମିସା, ଜିସୁର୍ ନାଉଁ ଦାରି ଡୁମା ଚାଡାଇବାକେ ଚେସ୍ଟା କଲାଇ । ସେମନ୍ କାରାପ୍ ଆତ୍ମାମନ୍କେ କଇତେ ରଇଲାଇ, “ପାଉଲ୍ ଜାନାଇବା ଜିସୁର୍ ନାଉଁ ଦାରି ତକେ ଆଦେସ୍ ଦେଲିନି ।”
ମାତର୍ କାରାପ୍ ଆତ୍ମା ସେମନ୍କେ କଇଲା, “ମୁଇ ଜିସୁକେ ଜାନି ଆରି ପାଉଲ୍କେ ଚିନ୍ଲି ଆଚି, ମାତର୍ ତମେ କେ ?”