19 ପାଙ୍ଗନ୍ ବିଦିଆ ଅବିଆସ୍ କର୍ତେରଇବା ବେସି ଲକ୍ମନ୍ ତାକର୍ ବଇମନ୍ ଆନି ଟୁଲିଆଇକରି ସବୁ ଲକର୍ ମୁଆଟେ ପଡାଇ ଦେଲାଇ । ସବୁ ମିସିକରି ସେମନର୍ ବଇର୍ ଦାମ୍ ପଚାସ୍ ଅଜାର୍ ରୁପାଟାଙ୍ଗା ଏତ୍କି ରଇଲା ।
ତମେମିସା ସେନ୍ତାରିସେ ମର୍ ସିସ୍ ଅଇବାକେ ମନ୍ କଲେ ତମର୍ତେଇ ରଇଲା ସବୁଟା ଚାଡିଦେବାକେ ମନ୍ କର୍ବାର୍ ଆଚେ । ନଇଲେ ତମେ ମର୍ ସିସ୍ ଅଇ ନାପାରାସ୍ ।”
ଏ କାତା ସୁନାଇ ଦେବାକେ ଜିସୁ ଆରି ଗଟେକ୍ କାତାନି ସେମନ୍କେ କଇଲା, “ଜଦି ଗଟେକ୍ ମାଇଜିର୍ ଦସ୍ଟା ରୁପାଟାଙ୍ଗା ରଇଲା । ତେଇଅନି ଗଟେକ୍ ଅଦ୍ଲି ଆଜିଗାଲେ ସେ କାଇଟା କର୍ସି ? ସେ ବତି ଲାଗାଇ ଗୁଲାଇ ଗର୍ ସେଟା ନ ମିଲ୍ବାଜାକ ବାଡାନ୍ ଚୁଡାନ୍ କରି କଜ୍ସି ।
ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା ।
ମାତର୍ ଗୁନିଆଁ ଏଲିମାସ୍, (ଏଟା ତାର୍ ଗିରିକ୍ ନାଉଁ) ସେମନ୍କେ ନିଚୁ ବଲି କଇଲା, କାଇକେ ବଇଲେ, ସେ ସାସନ୍ କାରିଆ କିରିସ୍ଟକେ ବିସ୍ବାସ୍ ନ କର ବଲି ବାବ୍ତେ ରଇଲା ।
ବିସ୍ବାସିମନର୍ ବିତ୍ରେଅନି ବେସି ଲକ୍ ସବୁର୍ ମୁଆଟେ ନିଜେ କଲା କାରାପ୍ କାମ୍ ମାନ୍ଲାଇ ।
ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ ।