2 ସେମନ୍କେ ପାଚାର୍ଲା “ତମେ ବିସ୍ବାସି ଅଇବା ବେଲାଇ ସୁକଲ୍ ଆତ୍ମା ପାଇରଇଲାସ୍ କି ?” ସେମନ୍ କଇଲାଇ, “ସୁକଲ୍ ଆତ୍ମା ଆଚେ ବଲି ଆମେ କେବେ ମିସା ସୁନୁ ନାଇ ।”
ଜିସୁ ଜିବନ୍ ଦେବା ପାନି ବଲି ସୁକଲ୍ ଆତ୍ମାର୍ ବିସଇ କଇତେ ରଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ ପଚେ ପର୍ମେସର୍ ଏ ସୁକଲ୍ ଆତ୍ମା ଦେଇସି । ମାତର୍ ଏବେ ଜାକ, କାକେ ଦେଇ ନ ରଇଲାଇ । କାଇକେବଇଲେ ଜିସୁ ସେବେଲା ଜାକ ମଇମାଇ ପୁରାପୁରୁନ୍ ନ ଅଇରଇଲା ।
ପିତର୍ ସିକିଆ ଦେବା ବେଲେ ଜେତେ ଲକ୍ ସୁନ୍ତେ ରଇଲାଇ, ସେ ସବୁ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଡାବିଅଇଲା ।
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ ।
ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ ।
ତମର୍ ଲଗେ ଆଇବାକେ ମୁଇ ବେସି ମନ୍ କଲିନି । ମର୍ ପାଇରଇଲା ଆତ୍ମାର୍ ଦାନ୍ ବିସଇ ଜାନାଇବାଟାନେଅନି ତମର୍ ବିସ୍ବାସ୍ ଡାଟ୍ କରାଇବି ।
ମନେ ରଅ, ତମର୍ ଗାଗଡ୍ ସୁକଲ୍ ଆତ୍ମା ରଇବା ମନ୍ଦିର୍, ଜନ୍ ଆତ୍ମା ତମର୍ ବିତ୍ରେ ବାସା ଅଇଲାଆଚେ, ସେଟା ପର୍ମେସରର୍ ଟାନେଅନି ମିଲାଇ ଆଚାସ୍ । ତମେ ନିଜେ, ନିଜର୍ ନୁଆସ୍ ମାତର୍ ପର୍ମେସରର୍ ।
ପର୍ମେସର୍ କାଇକେ ତାର୍ ଆତ୍ମା ଦେଇ ତମର୍ ବିତ୍ରେ କାବାଅଇଜିବା କାମ୍ମନ୍ କଲା ? ତମେ ମସାର୍ ନିୟମ୍ ମାନ୍ଲାର୍ ପାଇ କି ଜନ୍ ସୁବ୍କବର୍ ତମ୍କେ ଜାନାଇରଇଲାଇ ସେଟା ବିସ୍ବାସ୍ କଲାକେ ?