25 ସେଟାର୍ପାଇ ସେ ତାର୍ ସଙ୍ଗର୍ ବେବାରିମନ୍କେ ରୁଣ୍ଡାଇକରି କଇଲା, “ଆଗିଆମନ୍, ଏ ବେବାର୍ ଆମ୍କେ ସାଉକାର୍ କଲାଆଚେ ବଲି ସବୁ ଲକ୍ ଜାନାସ୍ ।
ଜେଡେବେଲ୍ ତାକର୍ ସାଉକାର୍ମନ୍କେ ନିଜର୍ ଦନ୍ ଅରଜ୍ବାଟା, ବୁଡିଗାଲା ବଲି ଜାନ୍ଲାଇ, ପାଉଲ୍ ଆରି ସିଲାକେ ଗଡର୍ ମଜାଇ ରଇବା ରମିଅ ଅଦିକାରିର୍ ଲଗେ ଜିକି ଆନ୍ଲାଇ ।
ଦିମିତିରିୟ ନାଉଁର୍ ଗଟେକ୍ ରୁପାର୍ ପୁତ୍ଲା ତିଆର୍ କରୁ, ଆର୍ତେମି ଦେବିର୍ ମନ୍ଦିରେ ପୁତ୍ଲା ତିଆର୍ କର୍ତେ ରଇଲା । ଏନ୍ତାରି ବେବାର୍କରି ପୁତ୍ଲା ତିଆର୍ କରୁମନ୍, ବେସି ଲାବ୍ ପାଇତେ ରଇଲାଇ ।
ଏବେ, ଏ ଲକ୍ ପାଉଲ୍ କାଇଟା କଲାନି, ସେଟା ତମେ ନିଜେ ଦେକିପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି । ସେ କଇଲାନି, ଲକର୍ ଆତେ ତିଆର୍ କଲା ଦେବ୍ତା ସବୁ ବିଲ୍କୁଲ୍ ଦେବ୍ତା ନଅତ୍ । ସେ ଇତି ଏପିସେ ଆରି ସବୁ ଆସିଆ ଦେସେ ବେସି ଲକ୍ମନ୍କେ ଏ ବିସଇ କଇ ଉସ୍କାଇଲାନି ।
ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା ।
କାଇକେବଇଲେ ଜଗତର୍ ସବୁ ରାଇଜ୍ମନ୍, ତାର୍ ମଦ୍ କାଇ ମାତିଜାଇଆଚତ୍ । ଏଟାର୍ ଅରତ୍ ଅଇଲାନି ତାର୍ କାରାପ୍ ଚଲାଚଲ୍ତି ମାନ୍ବାକେ ସେମନ୍କେ ସୁତ୍ରାଇଲା । ଜଗତର୍ ରାଜାମନ୍ ତାର୍ ସଙ୍ଗ୍ ବେସିଆ କାମ୍ କର୍ବାର୍ ଅବିଆସ୍ କଲାଇ । ଜନ୍ ସଁପତି ପାଇବା ଆସାଇଅନି ଏ ଜଗତର୍ ବେବାରିମନ୍ ସାଉକାର୍ ଅଇଗାଲାଇ ।”