31 ଆସିଆ ରାଇଜର୍ କେତେଟା ମୁକିଅ ସାସନ୍ କାରିଆମନ୍ ମିସା ପାଉଲର୍ ମଇତର୍ ରଇଲାଇଜେ, ପାଉଲ୍କେ ଜୁଇଦ୍ ପଡିଆଇ ନ ଜାଅ ବଲି, କବର୍ ପାଟାଇଲାଇ ।
ସେଡ୍କି ବେଲେ ଗଟେକ୍ ବଡ୍ ରଗି ତାର୍ ଲଗେ ଆସି ମାଣ୍ଡିକଟା ଦେଇ ତାକେ ବାବୁଜିଆ କରି କଇଲା, “ତମେ ଜଦି ମନ୍କଲେ ମକେ ସୁକଲ୍ କରି ପାର୍ସା ।”
ସୁକଲ୍ଆତ୍ମା ସେମନ୍କେ ଆସିଆ ଦେସେ ମାପ୍ରୁର୍ କାତା କଇବାକେ ଚାଲ୍ନା ଦେଅତ୍ନାଇକେ, ସେମନ୍ ପିରିଜିଆ ଆରି ଗାଲାତିଅ ଜାଗାଇ ଗାଲାଇ ।
ଏଟା ଦୁଇ ବରସ୍ ଦାରି ଚାଲ୍ଲା । ରମ୍ ଦେସର୍ ଆସିଆ ଦେସେ ବାସା କରିରଇବା ବେସି ଜିଉଦି ଆରି ଗିରିକ୍ ଲକ୍ ମିସା ମାପ୍ରୁର୍ ବାକିଅ ସୁନ୍ଲାଇ ।
ଏ ଗଣ୍ଡ୍ଗଲ୍ ଅଇଲାଟା ଗୁଲାଇ ନଅରେ କେଟିଗାଲା । ଲକ୍ମନ୍ ପାଉଲ୍ ସଙ୍ଗ୍ ରଇବା ମାକିଦନିଆର୍ ଗାୟ ଆରି ଆରିସ୍ତାକସ୍, ଦୁଇଲକ୍କେ ଦାରି, ଦାପ୍ରେ ଜୁଇଦ୍ ବାଟେ ପାଲାଇଲାଇ ।
ତେଇ ପାଉଲ୍ ଏକ୍ଲାସେ ଲକ୍ମନର୍ ବିତ୍ରେ ଜିବାକେ ମନ୍କଲା । ମାତର୍ ବିସ୍ବାସିମନ୍ ତାକେ ବିତ୍ରେ ଜିବାକେ ଚାଡତ୍ନାଇ ।
ଏତ୍କି ବିତ୍ରେ ରୁଣ୍ଡିରଇବା ସବୁ ଲକ୍ ରିସା ଅଇଜାଇରଇଲାଇ । ଲକ୍ମନ୍ ଦଲ୍ଦଲ୍ ଅଇକରି ଏକାତା, ସେ କାତା କଇକଇ କରି ଆଉଲିଅଇ ଜାଇତେ ରଇଲାଇ । ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍, କାଇକେ ରୁଣ୍ଡିଆଚତ୍ ବଲି ନାଜାନିରଇଲାଇ ।
ଏଟା ସୁନି ଆମେ ଆରି ସେ ଜାଗାଇ ରଇଲା ବିନ୍ଲକ୍ମନ୍, ପାଉଲ୍କେ “ ଜିରୁସାଲାମେ ନ ଜାଆ” ବଲି ବାବୁଜିଆ କଲୁ ।