ପେରିତ୍ 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।