13 ମାତର୍ ବିନ୍ ଲକ୍ମନ୍ ବିସ୍ବାସିମନ୍କେ କିଜାଇକରି କଇଲାଇ, “ସେମନ୍ ମାତିଆଚତ୍ !”
ଏବେ ସାକ୍ଲିଆ ନଅଟା ବେଲା ଅଇଲା ଆଚେ । ତମେ ବାବ୍ଲାପାରା ଏ ଲକ୍ମନ୍ ମାତତ୍ ନାଇ ।
ତେବେ ତମେ ମଣ୍ଡଲି ଇସାବେ ରୁଣ୍ଡ୍ଲା ବେଲେ ନାଜାନ୍ଲା କାତା କଇସା ବଇଲେ, ତେଇରଇବା ବିନ୍ ଲକ୍ମନ୍ ଆରି ବିସ୍ବାସ୍ ନ କର୍ବା ଲକ୍ମନ୍ କାଇଟା ବଲି କଇବାଇ ? “ଏ ତା ବାୟା ଅଇଗାଲା ଆଚେ !”
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।