15 ଏବେ ସାକ୍ଲିଆ ନଅଟା ବେଲା ଅଇଲା ଆଚେ । ତମେ ବାବ୍ଲାପାରା ଏ ଲକ୍ମନ୍ ମାତତ୍ ନାଇ ।
ତାର୍ ପଚେ ସାକ୍ଲିଆ ନଅଟା ବେଲେ ଆଟେ ଜାଇ, ଗଟେକ୍ ଦଲର୍ ଲକ୍ କାଇ କାମ୍ ନ କରି ଟିଆଅଇ ରଇଲାଟା ଦେକ୍ଲା ।
“ଲକ୍ମନ୍ ସବୁ ବେଲା ପର୍ତୁମ୍ ପର୍ତୁମ୍ କାଇବାକେ ନିମାନ୍ ଅଙ୍ଗୁର୍ ରସ୍ ଦେବାଇ । ଆରି ଗତିଆ ଲକ୍ମନ୍ କାଇ ପୁରୁନ୍ ଅଇଲା ପଚେ ଚପ୍ରାଟା ଦେବାଇ । ମାତର୍ ତମେ ଏବେ ସାରାସାରି ଜାକ ନିମାନ୍ ଅଙ୍ଗୁର୍ ରସ୍ କନ୍ତି ସଙ୍ଗଇ ରଇଲାସ୍ ?”
ଏଟା ଜଏଲ୍ ନାଉଁର୍ ବବିସତ୍ବକ୍ତା କଇଲା କାତା ପାରା ଗଟ୍ନା ଗଟି ଆଚେ ।”