16 ଏଟା ଜଏଲ୍ ନାଉଁର୍ ବବିସତ୍ବକ୍ତା କଇଲା କାତା ପାରା ଗଟ୍ନା ଗଟି ଆଚେ ।”
ଏବେ ସାକ୍ଲିଆ ନଅଟା ବେଲା ଅଇଲା ଆଚେ । ତମେ ବାବ୍ଲାପାରା ଏ ଲକ୍ମନ୍ ମାତତ୍ ନାଇ ।
ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ ।