20 ବେଲ୍କେ ଆନ୍ଦାର୍ ଡିସ୍ଲା ପାରା କରାଇବି, ଜନ୍, ବନି ପାରା ଡିସ୍ବାକେ କରାଇବି । ମୁଇ ବାଉଡି ଆଇବା ସେ ବଡ୍ ଉଜଲର୍ ଦିନ୍ ଆଗ୍ତୁ, ଏଟାସବୁ ଅଇସି ।
ସେ ଦୁକର୍ବେଲା ସାର୍ବା ବେଲେ, ବେଲ୍ ଜାଉଁଲି ଜାଇସି, ଜନ୍ ଆରି ଉଜଲ୍ ନ ଡିସାଏ, ବାଦ୍ଲେଅନି ତାରାମନ୍ ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ଦେବାଟାମନ୍ ସବୁ ବାଟ୍ ବାନା ଅଇଜିବାଇ ।
ସେ ଦିନେ ମୁଣ୍ଡ୍ବେଲାଇ ଅନି ଆଡ୍ବେଲାଇ ଜାକ ଗୁଲାଇ ଜଗତ୍ ଆନ୍ଦାର୍ ଅଇଗାଲା ଆରି ସେଟା ତିନ୍ ଗନ୍ଟାଜାକ ରଇଲା ।
ସେଦିନ୍ମନ୍କେ, ସେ ଦୁକର୍ ଗଟ୍ନା ଅଇଲାପଚେ ବେଲ୍ ଉଜଲ୍ ନ ଦେଇକରି ଆନ୍ଦାର୍ ଅଇଜାଇସି ଆରି ଜନ୍ ମିସା ଉଜଲ୍ ନ ଦେଏ ।
“ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ ।
ଆକାସେ କାବା ଅଇଜିବା କାମ୍ କର୍ବି । ଦର୍ତନି ତେଇ ମିସା କାବାଅଇଜିବା ଚିନ୍ମନ୍ କର୍ବି । ଲକ୍ମନ୍ ବନି, ଜଇ ଆରି କାଲିଆ ଦୁଆଁ ଦେକ୍ବାଇ ।
ଜେତ୍କି ଲକ୍ ମର୍ ନାଉଁ ଦାରି ଡାକ୍ବାଇ, ସେମନ୍କେ ମୁଇ ରକିଆ କର୍ବି ।”
ଏନ୍ତାରି ଲକ୍କେ ତାର୍ ଗାଗଡ୍ କୁରୁପ୍ନାସ୍ ଅଇଜିବାକେ ସଇତାନର୍ ଆତେ ସର୍ପି ଦେବାର୍ ଆଚେ । ସେନ୍ତାର୍ କଲେ ମାପ୍ରୁ ଆରି ତରେକ୍ ଆଇବା ବେଲେ ତାର୍ ଆତ୍ମା ରକିଆ ପାଇପାର୍ସି ।
କାଇକେବଇଲେ ମାପ୍ରୁର୍ ଦିନ୍ ଗଟେକ୍ ଚର୍ ରାତିଆ ଗରେ ଆସି ପୁର୍ଲାପାରା କେଟ୍ସି ।
ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।
ତାର୍ପଚେ ଚାରି ଲମର୍ ଦୁତ୍ ତାର୍ ରିସାର୍ ଗିନା ବେଲ୍ ଉପ୍ରେ ଆଜାଡ୍ଲା । ଆରି ଏଦେ ଦେକା ! ତାର୍ ଅପର୍ବଲ୍ ତାତି ସଙ୍ଗ୍ ଲକ୍ମନ୍କେ ପଡାଇଦେବାକେ ବେଲ୍ ଆଦେସ୍ ପାଇଲା ।
ଆରି ଏଦେ ଦେକା ! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା ।