ପେରିତ୍ 2:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।