ପେରିତ୍ 2:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ । အခန်းကိုကြည့်ပါ။ |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।