ପେରିତ୍ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।