ପେରିତ୍ 2:46 - ସତିଅର୍ ବାଟ୍ ନୁଆ ନିୟମ୍ 202046 ସବୁଦିନ୍ ପାର୍ତନା କର୍ବା ମନ୍ଦିରେ ଗଟେକ୍ ଦଲ୍ଅଇ ମିସ୍ତେରଇଲାଇ । ଗରେ ଗରେ ମିସିବିଡି କାଇତେରଇଲାଇ । ସାର୍ଦାସଙ୍ଗ୍ ରଇକରି, ମନେ କାଇଟା ନ ବାବି ଦିଆନିଆ ଅଇତେରଇଲାଇ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।