6 ଏନ୍ତାରି ଅଇଲାଟା ଦେକି ସେମନ୍ ସାର୍ଦା ଅଇଗାଲାଇ । କାଇକେବଇଲେ ସେ ବିସ୍ବାସିମନ୍ ତାକର୍ ତାକର୍ ବାସାଇ କାତା ଅଇବାଟା ସେମନ୍ ସୁନ୍ଲାଇ ।
ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ ।
“ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ ।
ଅଟାତ୍ ଆକାସେଅନି ବେସି ପବନ୍ ଆଇଲାପାରା ଗଟେକ୍ ସବଦ୍ ଅଇଲା । ଆରି ଜନ୍ ଗରେ ସେମନ୍ ବସି ରଇଲାଇ, ସେଟା ସେ ସବଦେ ପୁରୁନ୍ ଅଇଲା ।
ସେ ଲକ୍ ପିତର୍କେ ଆରି ଜଅନ୍କେ ନ ଚାଡ୍ତେରଇଲା । ସଲ୍ମନର୍ ପିଣ୍ଡାଇ ତାକର୍ ସଙ୍ଗ୍ ରଇବାଟା ଦେକି, ଲକ୍ମନ୍ କାବାଅଇଗାଲାଇ । ପଚେ ପାଲାଇ ଆଇଲାଇ ।
ଇତି ମର୍ ବିରଦେ ବେସିଲକ୍ ରଇଲେ ମିସା, ସପଲ୍ ଅଇବା କାମ୍ କର୍ବାକେ ମର୍ ପାଇ ଦୁଆର୍ ଉଗାଡି ଅଇଆଚେ ।
କିସ୍ଟର୍ ସୁବ୍କବର୍ ଜାନାଇବାକେ ମୁଇ ଜେଡେବେଲେ ଆଇଲି, ତର୍ଆୟାଇ ସେବା କାମର୍ପାଇ ମାପ୍ରୁର୍ ବାଟ୍ ମେଲାଅଇଆଚେ ବଲି ମୁ ଜାନି ପାର୍ଲି ।