20 ତମେ ଜାନିଆଚାସ୍, ଲକ୍ମନର୍ ଲଗେ କବର୍ ଜାନାଇଲାବେଲେ ଆରି ତମର୍ ଗର୍ମନ୍କେ ଉପ୍ଦେସ୍ ଦେଲାବେଲେ, ତମର୍ ଉପ୍କାର୍ ଅଇଲାପାରା କାଇ ବିସଇ ମିସା ଜାନାଇବାକେ ମୁଇ ଦୁଇମନିଆ ଅଇନାଇ ।”
ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।
ସବୁଦିନ୍ ପାର୍ତନା କର୍ବା ମନ୍ଦିରେ ଗଟେକ୍ ଦଲ୍ଅଇ ମିସ୍ତେରଇଲାଇ । ଗରେ ଗରେ ମିସିବିଡି କାଇତେରଇଲାଇ । ସାର୍ଦାସଙ୍ଗ୍ ରଇକରି, ମନେ କାଇଟା ନ ବାବି ଦିଆନିଆ ଅଇତେରଇଲାଇ ।
କାଇକେବଇଲେ ତମର୍ଟାନେ ପର୍ମେସରର୍ ସବୁଜାକ ଆଦେସ୍ ଜାନାଇବାକେ, ମୁଇ ଦୁଇମନିଆ ଅଇନାଇ ।
ସେ ବେଲେ ତମେ ଜାଗ୍ରତ୍ ଅଇ ରୁଆ । ମୁଇ ତିନ୍ ବରସ୍ ଜାକ ଦିନ୍ ରାତି ଆଁସୁପାନି ଜରାଇ, ତମ୍କେ ଗଟେକ୍ ଗଟେକ୍ କରି, ସବୁ ଲକ୍କେ ସିକାଇ ଆଚି, ଏ କାତା ଏତାଇରୁଆ ।”
ମାତର୍ ମାଇଜିମୁନୁସ୍ ରାଜିଅଇକରି ବିକିକରି ପାଇଲା କେତେକ୍ ଡାବୁ ଅନନିୟ ନିଜର୍ ପାଇ ସଙ୍ଗଇଲା । ଅଗଲ୍ଲାଟା ସେ ପେରିତ୍ ସିସ୍ମନ୍କେ ଦେଲା ।
ଆରି ସେମନ୍ ସବୁ ଦିନ୍ ମନ୍ଦିରେ ଆରି ଲକ୍ମନର୍ ଗରେ ଗରେ ମସିଅ ଜିସୁର୍ ବିସଇର୍ ସୁବ୍କବର୍ ଜାନାଇଲାଇ ଆରି ସିକିଆ ଦେବାର୍ ଦାର୍ଲାଇ ।
ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି ।
ତେବେ ଏ ବାଇବଇନିମନ୍ ମୁଇ ତମର୍ଟାନେ ଆଇଲାବେଲେ, ଜଦି ନାଜାନ୍ଲା ବାସାଇ କାତା କଇଲେ, ତମ୍କେ କେନ୍ତି ଡାଟ୍ କରାଇବି ? ମୁଲ୍କେ ନାଇ, ଜଦି ମୁଇ ପର୍ମେସର୍ ଟାନେଅନି ପାଇଲା ବାକିଅ, କି ଗିଆନ୍, କି ବବିସତ୍ କାତା ସିକ୍ବା ବିସଇ ନ ଜାନାଇଲେ, ତେବେ ତମ୍କେ କେନ୍ତି ଡାଟ୍ କରାଇବି ?
କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
ସାରାସାରି ପଚେ ଏ ମର୍ ବାଇବଇନିମନ୍, ମୁଇ ତମ୍କେ ଆଗ୍ତୁ କଇଲାଟା ଆରିତରେକ୍ କଇବାକେ ମକେ ବିଜାର୍ ଲାଗେନାଇ । କାଇକେବଇଲେ ସେନ୍ତାରି କଲେ ବୁଲ୍ ବିସଇ ସିକାଉମନର୍ଟାନେଅନି ତମେ ଜାଗ୍ରତ୍ ଅଇରଇସା ।
କିରିସ୍ଟର୍ ବିସଇ ରଇବା ଏ କବର୍ ଆମେ ସବୁକେ ଜାନାଇଲୁନି । ଆମେ ସବୁକେ ଜାଗ୍ରତ୍ କରାଇ, ସେ ଆମ୍କେ ଦେଇରଇବା ଗିଆନ୍ ସଙ୍ଗ୍ ସିକାଇଲୁନି । ଜେନ୍ତାରିକି ସେମନ୍ ତାର୍ ମୁଆଟେ ଟିଆଅଇଲାବେଲେ କିରିସ୍ଟର୍ସଙ୍ଗ୍ ମିସିରଇଲା ସବୁଲକ୍ ପୁରାପୁରୁନ୍ ସିଦ୍ ଅଇରଇବାଇ ।
ସୁବ୍ କବର୍ ସବୁକେ ଜାନାଆ । ଲକ୍ମନ୍ ସେଟା ସୁନ୍ବାକେ ମନ୍ କଲାବେଲେ କି ନ ସୁନ୍ବା ବେଲେ ସେଟା ଜାନାଇବାକେ ଜାଗିର । ବୁଲ୍କରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେଟା ଚାଡ୍ବାକେ ଡାଟ୍ ସଙ୍ଗ୍ କ । ଆସା ନ ଚାଡି ପର୍ମେସରର୍ ବାକିଅ ସିକାଇତେର । ସେମନ୍କେ ନିକ କାମ୍ କର୍ବାକେ ସାର୍ଦା କରାଆ ।