23 ସୁକଲ୍ଆତ୍ମା ମକେ ଜାଗ୍ରତ୍ କରିଦେଇ ଆଚେ ଜେ, ମୁଇ ସବୁ ନଅରେ ବନ୍ଦି ଗରେ ରଇକରି କସ୍ଟ ପାଇବି ।
କାଇକେ ବଇଲେ ତେଇ ମର୍ ପାଁଚ୍ଟା ବାଇମନ୍ ଆଚତ୍ । ଲାଜାର୍ ଜାଇ ସେମନ୍କେ ଜାଗ୍ରତ୍ କରାଅ । ସେମନ୍ ସେ କାତା ସୁନି ପାପେଅନି ମନ୍ ବାଦ୍ଲାଅତ୍ । ସେମନ୍ ମଲେ ମୁଇ ଏବେ ବେସି କସ୍ଟ ପାଇବା ଏ ଜାଗାଇ ନ ଆସତ୍” ବଲି କଇଲା ।
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
ସିଲା ଆରି ତିମତି ମାସିଦନିଆଇଅନି ବାଉଡି ଆଇଲା ପଚେ ପାଉଲ୍ ଜିଉଦିମନର୍ ଲଗେ ଜିସୁର୍ ସୁବ୍ କବର୍ ଜାନାଇବାକେ ପୁରାପୁରି ବେଲା ଦେଲା ଆରି ଜିସୁକେ ମସିଅ ବଲି ସାକି ଦେଲା ।
ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ ।
ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
ସେ ଆମର୍ ଲଗେ ଆସି ପାଉଲର୍ ଆଟାବେଡା ନେଲା, ତେଇ ସେ ନିଜର୍ ଆତ୍ ଗଡ୍ ବାନ୍ଦି କରି କଇଲା, “ସୁକଲ୍ଆତ୍ମା ମକେ ଜାନାଇଲା ଆଚେ ଜେ, ଏ ଆଟାବେଡାର୍ ସାଉକାର୍କେ ଜିରୁସାଲାମର୍ ଜିଉଦିମନ୍, ଏନ୍ତି ବାନ୍ଦି ଜିଉଦିନଇଲା ଲକ୍ମନ୍କେ ସର୍ପିଦେବାଇ ।”
ସେନାପତି ପାଉଲ୍କେ ବନ୍ଦିକରି, ତାକେ ଦୁଇଟା ସିକ୍ଲିତେଇ ବାନ୍ଦ୍ବାକେ ଆଦେସ୍ ଦେଲା, ତାର୍ ପଚେ ସେ ପାଚାର୍ଲା, “ଏ ଲକ୍ କେ ? ଆରି ସେ କାଇଟା କଲା ଆଚେ ?”
ତେଇ ଆମେ କେତେଟା ବିସ୍ବାସିମନର୍ ସଙ୍ଗ୍ ବେଟ୍ ଅଇ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲୁ, ସୁକଲ୍ଆତ୍ମାର୍ ଚାଲ୍ନା ପାଇକରି ସେମନ୍, ଜିରୁସାଲମେ ଜିବାକେ ପାଉଲ୍କେ ମନା କଲାଇ ।
ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
ସେ ମର୍ ପାଇ ଜେତ୍କି ସବୁ କସ୍ଟ ମୁରଚ୍ବାର୍ ଆଚେ, ମୁଇ ନିଜେ ତାକେ ଜାନାଇବି ।”
ତମର୍ ଉପ୍ରେ ଅଇତେରଇବା ବିପଦର୍ ଲାଗି ଜେନ୍ତିକି କେ ମିସା ବିନ୍ ବାଟେ ନ ଜାଅତ୍ । ସେଟାର୍ପାଇ ସେ ତମ୍କେ ସାଇଜ କର୍ସି । ଏଲେମିସା ତମେତା ଜାନାସ୍, ଆମ୍କେ ମିସା ଏନ୍ତାରି କସ୍ଟ ମିଲ୍ଲାନି, ଏଟା ଆମର୍ ପାଇ ପର୍ମେସର ମନ୍ କର୍ବାଟା ।
ସୁକଲ୍ ଆତ୍ମା ନିକସଙ୍ଗ୍ କଇଲାନି, ସାରାସାରି ଦିନେ, ଲକ୍ମନ୍ ସତ୍ ବିସଇ ବିସ୍ବାସ୍ କର୍ବାଟା ଚାଡିଦେବାଇ । କାରାପ୍ ଆତ୍ମାମନର୍ ସିକିଆ ମାନ୍ବାଇ । ଆରି ସେମନ୍ ସିକାଇବା ବୁଲ୍ ସିକିଆ ବିସ୍ବାସ୍ କର୍ବାଇ ।
ଜଦି ଆମେ ମୁର୍ଚିକରି ରଇବୁ ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ । ଆମେ ଜଦି ତାକେ ନ ନାମୁ, ସେ ଆମ୍କେ ମିସା ନ ନାମେ ।