ପେରିତ୍ 20:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି । အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।