34 ମର୍ ଏ ଦୁଇଟା ଆତେ କସ୍ଟ କରି, ମର୍ ପାଇ ଆରି ମର୍ସଙ୍ଗ୍ ରଇବାଲକର୍ ପାଇ, ଦର୍କାର୍ ରଇଲାଟା ପୁରାପୁରୁନ୍ କଲିଆଚି ଏଟା ତମେ ଜାନିଆଚାସ୍ ।
ପାଉଲ୍ ସେମନ୍କେ ବେଟ୍ ଅଇବାକେ ଜାଇ ସେମନର୍ ସଙ୍ଗ୍ ରଇଲା । କାଇକେବଇଲେ ସେ ମିସା ସେମନର୍ ପାରା ତୁମ୍ ତିଆର୍ କରି ଜିଉନାକାଉନା କର୍ତେରଇଲା ।
ସେଟାର୍ପାଇ ସେ ତାର୍ ଦୁଇଟା ସଙ୍ଗାରି, ତିମତି ଆରି ଏରାସ୍ତସ୍କେ ମାସିଦନିଆଇ ପାଟାଇଲା, ମାତର୍ ସେ ନିଜେ ଆସିଆ ଦେସେ ଆରି କେତେ ଦିନ୍ ରଇଲା ।
ଏ ଗଣ୍ଡ୍ଗଲ୍ ଅଇଲାଟା ଗୁଲାଇ ନଅରେ କେଟିଗାଲା । ଲକ୍ମନ୍ ପାଉଲ୍ ସଙ୍ଗ୍ ରଇବା ମାକିଦନିଆର୍ ଗାୟ ଆରି ଆରିସ୍ତାକସ୍, ଦୁଇଲକ୍କେ ଦାରି, ଦାପ୍ରେ ଜୁଇଦ୍ ବାଟେ ପାଲାଇଲାଇ ।
ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
ଆବଡ୍ କାମ୍ କରି ଆମେ ଦିନ୍କେ ଦିନ୍ ଜୁଲିସୁକି ଗାଲୁନି । କେ ଆମ୍କେ ସାଇପ୍ ଦେଲେ ତାକେ ଆମେ ଆସିର୍ବାଦ୍ କଲୁନି, ଆରି ଉଡା ସୁନିକରି ମିସା ମୁର୍ଚି କରି ରଇଲୁନି ।
ଏ ବାଇବଇନିମନ୍ ଆମେ ଆବଡ୍ ଅଇ ଗାଗ୍ଡେ ବାଦିଜାଇରଇଲେ ମିସା ମାନିଅଇ କାମ୍ କଲାଟା ତମ୍କେ ମନେରଇସି । ଆମେ ଜେନ୍ତିକି ତମର୍ ଉପ୍ରେ ବଜ୍ ନ ଅଇକରି, ଏଟାର୍ପାଇ ଦିନ୍ ରାତି କସ୍ଟ ପାଇ ପର୍ମେସରର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ।
ମର୍ ସଙ୍ଗ୍ ରଇବା ସବୁ ବିସ୍ବାସିମନ୍ ତକେ ଜୁଆର୍ ଜାନାଇଲାଇନି । କିରତେରଇବା ଆମର୍ ବିସ୍ବାସି ବାଇବଇନିମନ୍ ଜେତ୍କିଲକ୍ ଆମ୍କେ ଆଲାଦ୍ କଲାଇନି, ସେମନ୍କେ ସବୁକେ ଆମର୍ ଜୁଆର୍ ଜାନାଇଦେସ୍ । ପର୍ମେସର୍ ତାର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଅ ।