16 ସିସେରିଆର୍ କେତେଟା ସିସ୍ମନ୍, ଆରି ସାଇପରସର୍ ମନାସନ୍ ନାଉଁର୍ ବିସ୍ବାସି ମିସା ଆମର୍ ସଙ୍ଗ୍ ଆଇଲା । ମନାସନର୍ ଗରେ ଆମେ ରଇବାକେ ଟିକ୍ ଅଇରଇଲା ।
ଆରି ଗଟେକ୍ ଦିନେ ସେମନ୍ ସିସେରିଆଇ କେଟ୍ଲାଇ । ତେଇ କର୍ନିଲିଅ ତାର୍ ମଇତର୍ମନ୍କେ ଆରି କୁଟୁମର୍ ଲକ୍ମନ୍କେ ରୁଣ୍ଡାଇକରି ପିତର୍କେ ଜାଗିରଇଲାଇ ।
ସେଟାର୍ ପାଇ ପିତର୍ ସେମନ୍କେ ଜିସୁକିରିସ୍ଟର୍ ନାଉଁ ଦାରି ଡୁବନ୍ ଦେଲାପଚେ କର୍ନିଲିଅ ଆରି ତାର୍ ସଙ୍ଗ୍ ରଇବାଲକ୍ମନ୍ ତାକେ ଆରି କେତେ ଦିନ୍ ସେମନର୍ ସଙ୍ଗ୍ ରଇବାକେ ବାବୁଜିଆ କଲାଇ ।
ଜିରୁସାଲେମର୍ ଲକ୍ମନ୍ ତିପାନ୍କେ ମରାଇଲାପଚେ ବିସ୍ବାସିମନ୍କେ ତାଡ୍ନା ଦେଲାଇ । ତେଇଅନି କେତେଲକ୍ ଚିନ୍ବିନ୍ ଅଇଗାଲାଇ । ସେମନ୍, ପିନିସିଆ, ସାଇପରସ୍ ଆରି ଆନ୍ଟିଅକ୍ ଟାନେ ଜାଇ ଅବ୍କା ଜିଉଦିମନ୍କେସେ ସୁବ୍ କବର୍ ଜାନାଇଲାଇ ।
ଏ ବିସଇ, ବେସି କୁଆବଲା ଅଇଲାଇ ଆରି ସେମନ୍ ବିନେ ଅଇଲାଇ । ବର୍ନବା ଜଅନ୍ମାରକକେ ନେଇ ସାଇପରସେ ଜିବା ପାନିଜାଜେ ଚଗ୍ଲାଇ ।
ବେସି ପର୍ ଦଦାପେଲା ଅଇଲା ପଚେ ପିତର୍ ଟିଆଅଇ କଇଲା, “ମର୍ ବାଇବଇନିମନ୍ ଜିଉଦି ନଇଲା ଲକ୍ମନ୍, ସୁନିକରି ବିସ୍ବାସ୍ କର୍ବାକେ ସେମନର୍ଟାନେ ସୁବ୍କବର ଜାନାଇବାକେ, ଆଗେଅନି ମକେସେ ବାଚ୍ଲାଆଚେ । ଏଟା ତମେ ଜାନାସ୍ ।
ଆର୍କର୍ ଦିନେ ଆମେ ସେ ଜାଗା ଚାଡି, ସିସେରିଆ ନାଉଁର୍ ଜାଗାଇ କେଟ୍ଲୁ, ତେଇ ମାପ୍ରୁର୍ କାତା ଜାନାଇବା, ପିଲିପର୍ ଗରେ ରଇଲୁ, ଜିରୁସାଲମେ ସେବା କର୍ବାକେ ବାଚାଇଅଇରଇବା ସାତ୍ ଲକର୍ ବିତ୍ରେଅନି, ପିଲିପ୍ ଗଟେକ୍ ଲକ୍ ରଇଲା ।
ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ ଜନମ୍ କରିରଇବା ଲେବି କୁଟୁମର୍ ଜସେପ୍, ଜାକେ ପେରିତ୍ ସିସ୍ମନ୍ ବର୍ନବା ବଲି ନାଉଁ ଦେଇ ରଇଲାଇ । ବର୍ନବାର୍ ଅରତ୍ ଦୁକ୍ ସାରାଇବା ପିଲା । ସେ ତାର୍ ଜମି ବିକ୍ଲା ଆରି
ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।
ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ ।
ମାତର୍ ମୁଇ ତକେ ଆଲାଦ୍ କଲିନି, ସେଟାର୍ଲାଗି ଅବ୍କା ବାବୁଜିଆ କର୍ବି । ମୁଇ ପାଉଲ୍ କିରିସ୍ଟ ଜିସୁର୍ ମୁକିଅ କବର୍ନେଉ ଅଇରଇଲେମିସା, ତାର୍ଲାଗି ଏବେ ମୁଇ ବନ୍ଦିଅଇଆଚି ।