17 ଜିରୁସାଲମର୍ ବିସ୍ବାସି ବାଇମନ୍ ଆମ୍କେ ସାର୍ଦାସଙ୍ଗ୍ ଗତିଆ କଲାଇ ।
କେତେ ଦିନ୍ ଗାଲାପଚେ ପାକାପାକି ସଏ କଡେ ଲକ୍ ବିସ୍ବାସି ବାଇମନ୍ ରଇଲା ଗଟେକ୍ ସବାଇ, ପିତର୍ ଲକ୍ମନର୍ ମୁଆଟେ ଉଟି ଟିଆଅଇ କଇଲା,
ସେମନ୍ ଜିରୁସାଲାମ୍ କେଟ୍ଲା ପଚେ ମଣ୍ଡଲିର୍ ଲକ୍, ପେରିତ୍ ସିସ୍ମନ୍ ଆରି ମଣ୍ଡଲିର୍ ପାର୍ଚିନ୍ମନ୍କେ ବେଟ୍ଅଇଲାଇ । ଆରି ପରମେସର୍ ତାକର୍ଲଗେ କରିରଇବା କାମ୍ ବିସଇ ପାଉଲ୍ ଆରି ବର୍ନବାକେ ଜାନାଇଲାଇ ।
ଆମେ ଟାୟରେଅନି ପାନିଜାଜେ ବାରଇ ପତ୍ଲମା ନାଉଁର୍ ଜାଗାଇ କେଟ୍ଲୁ, ତେଇ ବିସ୍ବାସି ବାଇମନର୍ ସଙ୍ଗ୍ ଜୁଆର୍ବେଟ୍ ଅଇ ଗଟେକ୍ ଦିନ୍ ରଇଲୁ ।
କିରିସ୍ଟ ଜେନ୍ତି ତମ୍କେ ଡାକ୍ଲା ଆଚେ, ତମେ ମିସା ସେନ୍ତି ତମର୍ ସଙ୍ଗର୍ ବିସ୍ବାସିମନ୍କେ ଡାକିନିଆ । ତମେ ଜଦି ଏନ୍ତି କଲେ ପର୍ମେସର୍ ଡାକ୍ପୁଟା ପାଇସି ।